ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ସାଢେ ୧୧ଟା ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି

Advertisment

ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ସାଢେ ୧୧ଟା ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି

ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ସାଢେ ୧୧ଟା ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି

house

କନକ ବ୍ୟୁରୋ: ଆଜି ମଧ୍ୟ ଗୃହକାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ କରିଛନ୍ତି ବିରୋଧୀ । କିଛି ଦିନ ଧରି ଚିକିଟି ମଦମୃତ୍ୟୁକୁ ନେଇ ଗୃହରେ ହଙ୍ଗାମା ଲାଗିରହିଥିବାବେଳେ ଆଜି ଏକାଧିକ ପ୍ରସଙ୍ଗକୁ ନେଇ ବିରୋଧୀ କଂଗ୍ରେସ ହଙ୍ଗାମା କରିଥିଲେ । କେତେବେଳେ ଚିକିଟି ମଦମୃତ୍ୟୁ, କେତେବେଳେ ଛାତ୍ର ସଂସଦ ନିର୍ବାଚନ ତ ଆଉ କେତେବେଳେ ପଛୁଆ ବର୍ଗଙ୍କୁ ସଂରକ୍ଷଣ ଦାବି ନେଇ ବିରୋଧୀ ହୋହାଲ୍ଲା କରିଥିଲେ । ଏପରିକି ବାଚସ୍ପତିଙ୍କ ପୋଡିୟମକୁ ଚଢିଯାଇଥିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି । ଏହାପରେ ବାଧ୍ୟ ହୋଇ ଗୃହକୁ ସାଢେ ୧୧ଟା ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe