ବିଧାନସଭା ଶୀତ ଅଧିବେଶନ : ସୁରୁଖୁରୁରେ ଚାଲିଛି ପ୍ରଶ୍ନକାଳ

ବିଧାନସଭା ଶୀତ ଅଧିବେଶନର ଆଜି ଦ୍ବିତୀୟ ଦିନ । ଆଜି ଗୃହରେ ଆଗତ ହେବ ଅତିରିକ୍ତ ବଜେଟ । ଅପରାହ୍ନ ୪ଟାରେ ପ୍ରାୟ ୧୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

4

Photograph: (KANAKNEWS)

କନକବ୍ୟୁରୋ : ବିଧାନସଭା ଶୀତ ଅଧିବେଶନର ଆଜି ଦ୍ବିତୀୟ ଦିନ । ଆଜି ଗୃହରେ ଆଗତ ହେବ ଅତିରିକ୍ତ ବଜେଟ । ଅପରାହ୍ନ ୪ଟାରେ ପ୍ରାୟ ୧୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଆଗତ କରାଯିବ। କଂଗ୍ରେସ ତରଫରୁ ମୁଲତବୀ ପ୍ରସ୍ତାବ ଅଣାଯାଇଛି ।

ବିଧାନସଭା ଶୀତ ଅଧିବେଶନର ଦ୍ବିତୀୟ ଦିନ : ଆଜି ଗୃହରେ ଆଗତ ହେବ ଅତିରିକ୍ତ ବଜେଟ୍‌

ସେପଟେ ସ୍କୁଲ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି, କ୍ରୀଡା ଓ ଯୁବ ବ୍ୟାପାର, ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି, ସାମାଜିକ ସୁରକ୍ଷା ଭଳି ବିଭାଗର ପ୍ରଶ୍ନ କାଳ ରହିଛି । ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ଉଠାଇବେ ଉଭୟ ଶାସକ ଓ ବିରୋଧୀ ।  ତେଣୁ ଆଜି ଦ୍ବିତୀୟ ଦିନରେ ଗୃହ ସରଗରମ ରହିପାରେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe