କନକବ୍ୟୁରୋ : ୨୦୨୩ ପାଇଁ ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ଯେଉଁଥିରେ ବଲିଉଡ୍ ବାଦଶାହା ଅଭିନେତା ଶାହରୁଖ ଖାନଙ୍କୁ ମିଳିଛି ଶ୍ରେଷ୍ଠ ଅଭିନେତା ପୁରସ୍କାର । ‘ଯଓ୍ୱାନ’ ଫିଲ୍ମ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିଛି । ସେହିପରି ‘ଟୁଓ୍ୱେଲଥ୍ ଫେଲ୍’ ଫିଲ୍ମ ପାଇଁ ବିକ୍ରାନ୍ତ ମାସିଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ଘୋଷଣା କରାଯାଇଛି । ୨୦୨୩ ଗଣେଶ ପୂଜା ଦିନ ବହୁପ୍ରତୀକ୍ଷିତ ଓଡ଼ିଆ ଛବି ‘ପୁଷ୍କରା ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ନିଚ୍ଛକ ଅଭିନୟ ଦର୍ଶକଙ୍କୁ ଆକର୍ଷିତ କରିଥିଲା । ନାଦ ବିନ୍ଦୁରୁ ଅନୁପ୍ରାଣିତ ସିନେମା ପୁଷ୍କରା ।
ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର: କଠହଲ ପାଇଲା ଶ୍ରେଷ୍ଠ ଫିଲ୍ମ ପୁରସ୍କାର
୨୦୨୩ ପାଇଁ ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ଯେଉଁଥିରେ ବଲିଉଡ୍ ବାଦଶାହା ଅଭିନେତା ଶାହରୁଖ ଖାନଙ୍କୁ ମିଳିଛି ଶ୍ରେଷ୍ଠ ଅଭିନେତା ପୁରସ୍କାର
/kanak/media/media_files/2025/08/01/puskara-2025-08-01-20-39-47.jpg)