ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା । ୧୦ ଅଭିଯୁକ୍ତ ଗିରଫ

Advertisment

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ୧୦ ଅଭିଯୁକ୍ତ ଗିରଫ। ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ୧୦ ଅଭିଯୁକ୍ତ ଗିରଫ। ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ

10 arrest

କନକ ବ୍ୟୁରୋ: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ୧୦ ଅଭିଯୁକ୍ତ ଗିରଫ। ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ଅଭିଯୁକ୍ତ ମାନଙ୍କର ଦାନଗଦି ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଏହାପରେ ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଗତକାଲି ସନ୍ଧ୍ୟାରେ ଯାଜପୁର ଟାଉନ୍ ଥାନା ବୁଢାଘାଟଠାରେ ବିଧାୟକ ହିମାଂଶୁ ସାହୁ ଗାଡିରେ ଯାଇଥିବା ବେଳେ ତାଙ୍କୁ ଆକ୍ରମଣ ହୋଇଥିଲା। ବିଜେଡି ନେତା ବବି ଦାସଙ୍କ ଲୋକ ହିମାଂଶୁଙ୍କ ଗାଡିକୁ ଭଙ୍ଗାରୁଜା କରିଥିବା ସିଧାସଳଖ ଅଭିଯୋଗ କରିଥିଲେ ଧର୍ମଶାଳା ବିଧାୟକ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe