ଶ୍ରୀମନ୍ଦିରର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ଘଟଣା: ନିଲମ୍ବିତ ହେଲେ ପନ୍ତିବଡୁ ସେବାୟତ ଚନ୍ଦନ ସାମନ୍ତରା

Advertisment

ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ । ପନ୍ତିବଡୁ ସେବକ ଚନ୍ଦନ ସାମନ୍ତରାଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ କରାଯାଇଛି l ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ୍ ୧୯୫୫ର ୨୧- ଧାରା ଅନୁସାରେ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି

1sebayata

କନକବ୍ୟୁରୋ: ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ  । ପନ୍ତିବଡୁ ସେବକ ଚନ୍ଦନ ସାମନ୍ତରାଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ କରାଯାଇଛି  ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ୍ ୧୯୫୫ର ୨୧- ଧାରା ଅନୁସାରେ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି

ଏଥିସହ ଚନ୍ଦନ ସାମନ୍ତରାଙ୍କ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶକୁ ନିଷିଦ୍ଧ କରାଯାଇଛି , ସୁପରଭାଇଜରଙ୍କୁ ଆକ୍ରମଣ ଘଟଣାରେ ଚନ୍ଦନ ସାମନ୍ତରାଙ୍କ ସମ୍ପୃକ୍ତି ନେଇ ରିପୋର୍ଟ ଆସିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ପରବର୍ତ୍ତୀ ସମୟରେ ଯାହାର ବି ସମ୍ପୃକ୍ତି ଆସିବ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଶ୍ରୀମନ୍ଦିରରେ କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe