କଟକରେ ଲେଜର୍‌ ଲାଇଟ୍‌ ବ୍ୟାନ୍‌

Advertisment

ରାତି ୧୦ଟା ପରେ ଯେପରି କୌଣସି ବାଜା ବାଜିବ ନାହିଁ, ବାଣ ଫୁଟିବ ନାହିଁ ଏବଂ ରୋଷଣୀ ନ ହେବ ସେଦିଗରେ ପୋଲିସ ତୀକ୍ଷ୍ଣ ନଜର ରଖିବ । ଯଦି କୌଣସି ଜାଗାରେ ଏସବୁର ଉଲ୍ଲଘଂନ ହେଉଥିବ, ତେବେ ପୁଲିସ୍‌ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Laser Lights

Laser Lights Photograph: (Kanak News)

କନକ ବ୍ୟୁରୋ : କଟକରେ ଲେଜର୍‌ ଲାଇଟ୍‌ ବ୍ୟାନ୍‌ । ଲେଜର ଲାଇଟ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କଲେ ହାଇକୋର୍ଟ । ଆଜି ସହର ସମସ୍ୟା ସମ୍ପର୍କିତ ମାମଲାର ଶୁଣାଣି ବେଳେ କଟକରେ ଲେଜର୍‌ ଲାଇଟ୍‌ କଟକଣାକୁ କଡ଼ାକଡ଼ି ଲାଗୁ କରିବା ପାଇଁ ହାଇକୋର୍ଟ କଟକ ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଡିଜେ ବ୍ୟବହାର ଓ ୬୫ ଡେସିବଲ କଟକଣାକୁ ମଧ୍ୟ କଡ଼ାକଡ଼ି ଲାଗୁ କରିବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ।

ଅଧିକ ପଢ଼ନ୍ତୁ : ଜାତୀୟ ଧର୍ମଘଟ ପ୍ରଭାବ : ଜିଏନଏମ ବାର୍ଷିକ ପରୀକ୍ଷା ସ୍ଥଗିତ

ରାତି ୧୦ଟା ପରେ ଯେପରି କୌଣସି ବାଜା ବାଜିବ ନାହିଁ, ବାଣ ଫୁଟିବ ନାହିଁ ଏବଂ ରୋଷଣୀ ନ ହେବ ସେଦିଗରେ ପୋଲିସ ତୀକ୍ଷ୍ଣ ନଜର ରଖିବ । ଯଦି କୌଣସି ଜାଗାରେ ଏସବୁର ଉଲ୍ଲଘଂନ ହେଉଥିବ, ତେବେ ପୁଲିସ୍‌ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଶୁଣାଣି ସମୟରେ କଟକ ଡିସିପି ଭିଡିଓ କନଫରେନସିଂ ଜରିଆରେ କୋର୍ଟରେ ଉପସ୍ଥିତ ରହି ନିଜର ପକ୍ଷ ରଖିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe