ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲା; ରାୟ ଶୁଣାଇଲେ କଟକ ଜେଏମ୍‌ଏଫ୍‌ସି କୋର୍ଟ,ବର୍ଷାଙ୍କୁ କ୍ଷତିପୂରଣ ଦେବେନି ଅନୁଭବ

Advertisment

ବର୍ଷା ଅନୁଭବ ବିବାହ ବିଚ୍ଛେଦ ମାମଲା । ବର୍ଷାଙ୍କୁ ଭରଣପୋଷଣ କିମ୍ବା କ୍ଷତିପୂରଣ ଦେବେନି ଅନୁଭବ । ଏନେଇ ରାୟ ଶୁଣାଇଛନ୍ତି କଟକ ଜେଏମ୍ଏ‌ଫ୍‌ସି କୋର୍ଟ । ବାହାଘର କିଛି ବର୍ଷ ପରେ ଘରୋଇ ନିର୍ଯାତନା ନେଇ ଅନୁଭବ ଏବଂ ତାଙ୍କ ପରିବାର ଲୋକଙ୍କ ନାଁରେ ଅଭିଯୋଗ ଆଣିଥିଲେ ବର୍ଷା ।

କ୍ଷତିପୂରଣ ଦେବେନି ଅନୁଭବ

Photograph: (kanaknews)

କନକ ବ୍ୟୁରୋ : ବର୍ଷା ଅନୁଭବ ବିବାହ ବିଚ୍ଛେଦ ମାମଲା । ବର୍ଷାଙ୍କୁ ଭରଣପୋଷଣ କିମ୍ବା କ୍ଷତିପୂରଣ ଦେବେନି ଅନୁଭବ । ଏନେଇ ରାୟ ଶୁଣାଇଛନ୍ତି କଟକ ଜେଏମ୍ଏ‌ଫ୍‌ସି କୋର୍ଟ । ବାହାଘର କିଛି ବର୍ଷ ପରେ ଘରୋଇ ନିର୍ଯାତନା ନେଇ ଅନୁଭବ ଏବଂ ତାଙ୍କ ପରିବାର ଲୋକଙ୍କ ନାଁରେ ଅଭିଯୋଗ ଆଣିଥିଲେ ବର୍ଷା । କୋର୍ଟରେ ଏନେଇ ମାମଲା ହୋଇଥିଲା କିନ୍ତୁ ଦୀର୍ଘ ଦିନ ଶୁଣାଣି ପରେ ମଧ୍ୟ କୋର୍ଟରେ ଏନେଇ ପ୍ରମାଣ ଦେଇପାରି ନାହାନ୍ତି ବର୍ଷା । ଏବେ ବର୍ଷାଙ୍କୁ ଅନୁଭବ ଭରଣପୋଷଣ ଦେବେ ନାହିଁ ବୋଲି କୋର୍ଟ କହିଛନ୍ତି । ଏହା ପୂର୍ବରୁ ଭରଣପୋଷଣ ମାମଲା ସମ୍ପର୍କରେ ରାୟ ଦେଇ ସୁପ୍ରିମକୋର୍ଟ କହିଥିଲେ ଯେ କେବଳ ସ୍ବାମୀଙ୍କ ସମ୍ପତ୍ତି ଦେଖି ଭରଣପୋଷଣ ମାଗି ପାରିବେନି ପତ୍ନୀ । ଭରଣପୋଷଣକୁ ସ୍ବାମୀଙ୍କ ବିରୋଧରେ ଅସ୍ତ୍ର ଭଳି ବ୍ୟବହାର କରାଯାଇ ପାରିବ ନାହିଁ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe