କନକ ବ୍ୟୁରୋ: ଆରମ୍ଭ ହେଲା ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ। ବୈଦଶିକ ବ୍ୟାପର ମନ୍ତ୍ରୀ ଏସ୍.ଜୟଶଙ୍କର, କେନ୍ଦ୍ର କ୍ରୀଡା ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ମିଳନୀକୁ ଆରମ୍ଭ କରିଛନ୍ତି। ଯୁବ ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ। ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ର ମାର୍ଗେରିଟା, କେନ୍ଦ୍ର କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ରକ୍ଷା ନିଖିଲ ଖଡସେ, ଆମେରିକା ନ୍ୟୁଜ୍ ୱିକ୍ର ସିଇଓ ଦେବ ପ୍ରଗାଡ଼ ଅତିଥି ଭାବେ ଯୋଗଦେଇଛନ୍ତି। ତିନି ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ୬୦ ଦେଶର ଅତିଥି। ଗୋଟିଏ ଛାତ ତଳେ ଏକାଠି ହୋଇଛନ୍ତି ପ୍ରବାସୀ ଭାରତୀୟ। ଯୁବ ପ୍ରବାସୀ ଭାରତୀୟ ଦିବସ ପରେ ଆରମ୍ଭ ହେବ ପୂର୍ଣ୍ଣାଙ୍ଗ ଅଧିବେଶନ। ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶାର ରାଜକୀୟ ଆତିଥ୍ୟ ପ୍ରଦାନ କରାଯାଉଛି। ଏହା ସହ ଓଡ଼ିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ବ ଦରବାରରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର।
ଆରମ୍ଭ ହେଲା ପ୍ରବାସୀ ଭାରତୀୟ ସମ୍ମଳନୀ: ଯୁବ ଭାରତୀୟ ଦିବସକୁ ଉଦ୍ଘାଟନ କଲେ କେନ୍ଦ୍ରମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
ଆରମ୍ଭ ହେଲା ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ। ବୈଦଶିକ ବ୍ୟାପର ମନ୍ତ୍ରୀ ଏସ୍.ଜୟଶଙ୍କର, କେନ୍ଦ୍ର କ୍ରୀଡା ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ମିଳନୀକୁ ଆରମ୍ଭ କରିଛନ୍ତି। ଯୁବ ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ।
/kanak/media/media_files/2025/01/08/3P9mmDrqHRwuhNyBQpJT.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)