ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ୱୀପ ହେବ ଅର୍ଥନୈତିକ କରିଡର : ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Advertisment

ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ୱୀପ ଅର୍ଥନୈତିକ କରିଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନସନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଅଛନ୍ତି ।

ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ୱୀପ ଅର୍ଥନୈତିକ କରିଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନସନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଅଛନ୍ତି ।

MOHAN MAJHI

Photograph: (KANAKNEWS)

କନକବ୍ୟୁରୋ : ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ୱୀପ ଅର୍ଥନୈତିକ କରିଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନସନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଅଛନ୍ତି ।  ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ୱୀପ ଵିସିପିପିଇଆର ଅଧୀନରେ ଅନେକ ଗୁଡିଏ ପ୍ରସ୍ତାବିତ ପ୍ରକଳ୍ପ ଗୁଡିକର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।  

ଅଧିକ ପଢନ୍ତୁ... ବାହାଘର ଶୋଭାଯାତ୍ରାକୁ ନେଇ ତୁମୁଳକାଣ୍ଡ : ୪ ଗୁରୁତର ମେଡିକାଲରେ ଭର୍ତ୍ତି

ଏହାଦ୍ୱାରା ଏହି ଅଂଚଳ ଗୁଡିକରେ ପର୍ଯ୍ୟଟନ ଭିତ୍ତିକ ସାଂସ୍କୃତିକ ଓ ଐତିହ୍ୟ ଅର୍ଥନୀତି ଭାବେ ପ୍ରୋତ୍ସାହିତ କରିବ ।  ଏହି ପ୍ରକଳ୍ପ ଦ୍ଵାରା ଓଡିଶା ପୂର୍ବ ଭାରତର ଏକ ପ୍ରମୁଖ ବନ୍ଦର ଭିତ୍ତିକ ଶିଳ୍ପ ଓ ଲଜିଷ୍ଟିକ୍ ହବ୍‌ରେ ପରିଣତ ହୋଇପାରିବ ।  ଏହି କାର୍ଯ୍ୟକ୍ରମରେ ନୀତି ଆୟୋଗର ସିଇଓ ବି.ଭି.ଆର ସୁବ୍ରମଣ୍ୟମ୍ ଓ ନୀତି ଆୟୋଗ ସଦସ୍ୟ ରାଜୀବ ଗୋବା ଉପସ୍ଥିତ ଅଛନ୍ତି । କଟକ, ପୁରୀ ଓ ଜଗତସିଂହପୁର ସାଂସଦ ମଧ୍ୟ ଉପସ୍ଥିତ ଅଛନ୍ତି । 


 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe