ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା; ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ

ଶହେରୁ ଅଧିକ ଅଟୋ ଡ୍ରାଇଭର ହସ୍ପିଟାଲ ଘେରାଓ କରିଛନ୍ତି । ଚିକିତ୍ସା ଅବହେଳାରୁ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ମୃତଶିଶୁର ବାପା ।

Capital Hospital

Photograph: (Kanak News)

କନକ ବ୍ୟୁରୋ : ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଶିଶୁମୃତ୍ୟୁରୁ ଉତ୍ତେଜନା । ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ । ଶହେରୁ ଅଧିକ ଅଟୋ ଡ୍ରାଇଭର ହସ୍ପିଟାଲ ଘେରାଓ କରିଛନ୍ତି । ଚିକିତ୍ସା ଅବହେଳାରୁ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ମୃତଶିଶୁର ବାପା । କ୍ୟାପିଟାଲ ହସ୍ପିଟାଲର ଶିଶୁ ବିଭାଗ ବାହାରେ ଡାକ୍ତରଙ୍କ ଗିରଫ ଦାବିରେ ପ୍ରତିବାଦ କରୁଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe