କନକ ବ୍ୟୁରୋ: ଭାଙ୍ଗିଲା ଶ୍ରୀମନ୍ଦର ନୀଳଚକ୍ରରେ ପତିତପାବନ ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡ। ସଂଧ୍ୟା ସମୟରେ ଏଭଳି ଅଘଟଣର ଦୃଶ୍ୟ ସାମ୍ନାକୁ ଆସିଛି। ଶ୍ରୀମନ୍ଦିର ନୀଳଚକ୍ରରେ ମୁଖ୍ୟ ବାନା କୁ ଧରି ରଖୁଥିବା ବାଉଁଶରେ ପ୍ରସ୍ତୁତ ଅକ୍ଷୟ ଦଣ୍ଡ ଟି ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ପ୍ରତ୍ୟେକ ଦିନ ଅପରାହ୍ନରେ ବାନା ପରିବର୍ତ୍ତନ କରାଯାଇଥାଏ। ତେବେ ଆଜି ଚୁନରା ସେବାୟତ ବାନା ପରିବର୍ତ୍ତନ କରିବାକୁ ଯାଇଥିବା ବେଳେ ଅକ୍ଷୟ ଦଣ୍ଡଟି ଭାଙ୍ଗିଯାଇଥିବା ଦେଖିବାକୁ ପାଇଥିଲେ।
ଶ୍ରୀମନ୍ଦିରରେ ଅଘଟଣ: ଭାଙ୍ଗିଲା ନୀଳଚକ୍ରରେ ପତିତପାବନ ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡ
ଭାଙ୍ଗିଲା ଶ୍ରୀମନ୍ଦର ନୀଳଚକ୍ରରେ ପତିତପାବନ ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡ। ସଂଧ୍ୟା ସମୟରେ ଏଭଳି ଅଘଟଣର ଦୃଶ୍ୟ ସାମ୍ନାକୁ ଆସିଛି। ଶ୍ରୀମନ୍ଦିର ନୀଳଚକ୍ରରେ ମୁଖ୍ୟ ବାନା କୁ ଧରି ରଖୁଥିବା ବାଉଁଶରେ ପ୍ରସ୍ତୁତ ଅକ୍ଷୟ ଦଣ୍ଡ ଟି ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି ।
/kanak/media/media_files/2025/02/14/ppdEnH7U56TxBHPv7R2O.jpg)