ବିଜେଡିର ୬ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା ପ୍ରତ୍ୟାହୃତ । ପ୍ରେସମିଟରେ ସୂଚନା ଦେଲେ ଦେବୀ ମିଶ୍ର  ।

ଭରତପୁର ଥାନା ଘଟଣାରେ ଆସନ୍ତାକାଲି  ଦିଆଯାଇଥିବା ଭୁବନେଶ୍ୱର ବନ୍ଦ ଡାକରାକୁ ପ୍ରତ୍ୟାହୃତ କଲା ବିଜେଡି । ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି ଦଳର ମୁଖପାତ୍ର ଦେବୀ ମିଶ୍ର । 

310000

କନକ ବ୍ୟୁରୋ: ଭରତପୁର ଥାନା ଘଟଣାରେ ଆସନ୍ତାକାଲି  ଦିଆଯାଇଥିବା ଭୁବନେଶ୍ୱର ବନ୍ଦ ଡାକରାକୁ ପ୍ରତ୍ୟାହୃତ କଲା ବିଜେଡି । ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି ଦଳର ମୁଖପାତ୍ର ଦେବୀ ମିଶ୍ର । 

ଭରତପୁର ଘଟଣାରେ ଏଯାଏଁ ଅଭିଯୁକ୍ତଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନଥିବାରୁ ଏହି ଘଟଣାକୁ ନେଇ ଆସନ୍ତାକାଲି ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା ଦେଇଥିଲା ବିଜେଡି । କିନ୍ତୁ ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦିଆଯିବା ପରେ ଦଳ ଏହି ଆନ୍ଦୋଳନ ପ୍ରତ୍ୟାହୃତ କରିବାକୁ ଘୋଷଣା କରିଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe