ପ୍ରସନ୍ନ ପାଟ୍ଟଶାଣୀଙ୍କ ବିସ୍ଫୋରକ ବୟାନ
ଭି.କେ.ପାଣ୍ଡିଆନଙ୍କ ବିରୋଧରେ ବିସ୍ଫୋରକ ବୟାନ ଦେଇଛନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ । ଗଣମାଧ୍ୟମର ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ପ୍ରସନ୍ନ ସିଧାସଳଖ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି । ଏପରିକି ପାଣ୍ଡିଆନ ଥିବା ପର୍ଯ୍ୟନ୍ତ ବିଜେଡି ନିର୍ବାଚନ ଜିତି ପାରିବ ନାହିଁ ବୋଲି ଭବିଷ୍ୟତବାଣୀ କରିଛନ୍ତି ପାଟ୍ଟଶାଣୀ ।
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)