କନକ ବ୍ୟୁରୋ : ଦଳ ବିରୋଧୀ କାର୍ଯ୍ୟପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଦୁଇଜଣ ନେତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ପାଟକୁରା ବିଧାୟକ ତଥା ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପ୍ରୁଅ ଅରବିନ୍ଦ ମହାପାତ୍ର ଓ ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କୁ ଦଳରୁ ନିଲମ୍ବନ କରାଯାଇଛି । ଏନେଇ ବାଚସ୍ପତିଙ୍କୁ ବିଜେଡି ତରଫରୁ ସୂଚନା ଦିଆଯାଇଛି । ଦଳର ସୁପ୍ରିମୋଙ୍କ ଏଭଳି ନିଷ୍ପତ୍ତି ପରେ ବିଜେଡି ଭିତରେ କମ୍ପନ ଦେଖିବାକୁ ମିଳିଛି । ଏହି ଦୁଇନେତା ବାରମ୍ବାର ବିଜେଡି ଓ ଦଳର ସୁପ୍ରିମୋଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଉଥିବା ଅଭିଯୋଗ ହେଉଥିଲା
ବିଜେଡିର ବଡ଼ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ୨ ବଡ଼ ନେତା, ବିଧାୟକ ଅରବିନ୍ଦ ମହାପାତ୍ର ଓ ସନାତନ ମହାକୁଡ଼ ଦଳରୁ ନିଲମ୍ବିତ
ଏନେଇ ବାଚସ୍ପତିଙ୍କୁ ବିଜେଡି ତରଫରୁ ସୂଚନା ଦିଆଯାଇଛି । ଦଳର ସୁପ୍ରିମୋଙ୍କ ଏଭଳି ନିଷ୍ପତ୍ତି ପରେ ବିଜେଡି ଭିତରେ କମ୍ପନ ଦେଖିବାକୁ ମିଳିଛି । ଏହି ଦୁଇନେତା ବାରମ୍ବାର ବିଜେଡି ଓ ଦଳର ସୁପ୍ରିମୋଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଉଥିବା ଅଭିଯୋଗ ହେଉଥିଲା
/kanak/media/media_files/2026/01/15/bjd-2026-01-15-18-42-55.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)