ବିଜେଡିର ବଡ଼ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ୨ ବଡ଼ ନେତା, ବିଧାୟକ ଅରବିନ୍ଦ ମହାପାତ୍ର ଓ ସନାତନ ମହାକୁଡ଼ ଦଳରୁ ନିଲମ୍ବିତ

Advertisment

ଏନେଇ ବାଚସ୍ପତିଙ୍କୁ ବିଜେଡି ତରଫରୁ ସୂଚନା ଦିଆଯାଇଛି । ଦଳର ସୁପ୍ରିମୋଙ୍କ ଏଭଳି ନିଷ୍ପତ୍ତି ପରେ  ବିଜେଡି ଭିତରେ କମ୍ପନ ଦେଖିବାକୁ ମିଳିଛି । ଏହି ଦୁଇନେତା ବାରମ୍ବାର ବିଜେଡି ଓ ଦଳର ସୁପ୍ରିମୋଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଉଥିବା ଅଭିଯୋଗ ହେଉଥିଲା 

BJD

କନକ ବ୍ୟୁରୋ : ଦଳ ବିରୋଧୀ କାର୍ଯ୍ୟପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଦୁଇଜଣ ନେତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ପାଟକୁରା ବିଧାୟକ ତଥା ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପ୍ରୁଅ ଅରବିନ୍ଦ ମହାପାତ୍ର ଓ  ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କୁ ଦଳରୁ ନିଲମ୍ବନ କରାଯାଇଛି । ଏନେଇ ବାଚସ୍ପତିଙ୍କୁ ବିଜେଡି ତରଫରୁ ସୂଚନା ଦିଆଯାଇଛି । ଦଳର ସୁପ୍ରିମୋଙ୍କ ଏଭଳି ନିଷ୍ପତ୍ତି ପରେ  ବିଜେଡି ଭିତରେ କମ୍ପନ ଦେଖିବାକୁ ମିଳିଛି । ଏହି ଦୁଇନେତା ବାରମ୍ବାର ବିଜେଡି ଓ ଦଳର ସୁପ୍ରିମୋଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଉଥିବା ଅଭିଯୋଗ ହେଉଥିଲା 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe