କନକ ବ୍ୟୁରୋ: ବୈଜୟନ୍ତ ପଣ୍ଡାଙ୍କୁ ବିଜେପିର ବଡ଼ ଦାୟିତ୍ବ । ଆସାମ ବିଧାନସଭା ନିର୍ବାଚନ ପାଇଁ ବୈଜୟନ୍ତ ପଣ୍ଡାଙ୍କୁ ଆସାମ ପ୍ରଭାରୀ ନିଯୁକ୍ତ କରିଛି ବିଜେପି । ବୈଜୟନ୍ତ ପଣ୍ଡା ଏବେ ବିଜେପିର ଜାତୀୟ ଉପସଭାପତି ଅଛନ୍ତି ।
ଅଧିକ ପଢନ୍ତୁ : ମୋକିମଙ୍କୁ ତଡ଼ିଲା କଂଗ୍ରେସ, ଆଗକୁ କେଉଁ ଦଳ?
ସେହିପରି ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ପିୟୁସ୍ ଗୋଏଲଙ୍କୁ ତାମିଲନାଡୁ ପ୍ରଭାରୀ ନିଯୁକ୍ତ କରିଛି ଦଳ । ଦଳର ସଭାପତି ଜେପି ନଡ୍ଡା ଅନୁମୋଦନ କ୍ରମେ ବୈଜୟନ୍ତ, ପିୟୁସଙ୍କୁ ପଭାରୀ ନିଯୁକ୍ତ କରିଛି ବିଜେପି । ଆସନ୍ତା ବର୍ଷ ଏହି ଦୁଇ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାର ଅଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/12/15/jay-panda-2025-12-15-13-40-37.jpg)