ବୈଜୟନ୍ତ ପଣ୍ଡାଙ୍କୁ ବିଜେପିର ବଡ଼ ଦାୟିତ୍ବ, ଆସାମ ପ୍ରଭାରୀ ଭାବେ ଦିଆଗଲା ଦାୟିତ୍ବ

Advertisment

ଆସାମ ବିଧାନସଭା ନିର୍ବାଚନ ପାଇଁ ବୈଜୟନ୍ତ ପଣ୍ଡାଙ୍କୁ ଆସାମ ପ୍ରଭାରୀ ନିଯୁକ୍ତ କଲା ବିଜେପି

ଆସାମ ବିଧାନସଭା ନିର୍ବାଚନ ପାଇଁ ବୈଜୟନ୍ତ ପଣ୍ଡାଙ୍କୁ ଆସାମ ପ୍ରଭାରୀ ନିଯୁକ୍ତ କଲା ବିଜେପି

jay panda

jay panda Photograph: (Google)

କନକ ବ୍ୟୁରୋ: ବୈଜୟନ୍ତ ପଣ୍ଡାଙ୍କୁ ବିଜେପିର ବଡ଼ ଦାୟିତ୍ବ । ଆସାମ ବିଧାନସଭା ନିର୍ବାଚନ ପାଇଁ ବୈଜୟନ୍ତ ପଣ୍ଡାଙ୍କୁ ଆସାମ ପ୍ରଭାରୀ ନିଯୁକ୍ତ କରିଛି ବିଜେପି । ବୈଜୟନ୍ତ ପଣ୍ଡା ଏବେ ବିଜେପିର ଜାତୀୟ ଉପସଭାପତି ଅଛନ୍ତି । 

ଅଧିକ ପଢନ୍ତୁ :  ମୋକିମଙ୍କୁ ତଡ଼ିଲା କଂଗ୍ରେସ, ଆଗକୁ କେଉଁ ଦଳ?

ସେହିପରି ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ପିୟୁସ୍ ଗୋଏଲଙ୍କୁ ତାମିଲନାଡୁ ପ୍ରଭାରୀ ନିଯୁକ୍ତ କରିଛି ଦଳ ।  ଦଳର ସଭାପତି ଜେପି ନଡ୍ଡା ଅନୁମୋଦନ କ୍ରମେ ବୈଜୟନ୍ତ, ପିୟୁସଙ୍କୁ ପଭାରୀ ନିଯୁକ୍ତ କରିଛି ବିଜେପି । ଆସନ୍ତା ବର୍ଷ ଏହି ଦୁଇ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାର ଅଛି ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe