ଜମ୍ମୁ-କାଶ୍ମୀର ବିଧାନସଭା ପାଇଁ ବିଜେପି ଜାରି କଲା ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ।  ଦେଖନ୍ତୁ କେଉଁ ହେଭିୱେଟ୍ ନେତାଙ୍କୁ ମିଳିଲା ଟିକେଟ

Advertisment

ଏହି ତାଲିକାରେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୦ ଓ ତୃତୀୟ ପର୍ଯ୍ୟାୟ ପାଇଁ ୧୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଏହା ପୂର୍ବରୁ ବିଜେପି ତରଫରୁ ଦୁଇଟି ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଥିଲା ।  ଏପର୍ଯ୍ୟନ୍ତ ବିଜେପି ୭୩ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛି ।

Updated On

ଅଦ୍ୟତନ ହୋଇଛି
jammu

କନକ ବ୍ୟୁରୋ : ଜମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବିଜେପି ତାର ତୃତୀୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି ତାଲିକାରେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୦ ଓ ତୃତୀୟ ପର୍ଯ୍ୟାୟ ପାଇଁ ୧୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଏହା ପୂର୍ବରୁ ବିଜେପି ତରଫରୁ ଦୁଇଟି ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଥିଲା ।  ଏପର୍ଯ୍ୟନ୍ତ ବିଜେପି ୭୩ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛି ।

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ପରେ ବିଜେପି ମଧ୍ୟରେ ଅସନ୍ତୋଷ୍ଟ ଦେଖିବାକୁ ମିଳିଥିଲା । କିଛି ଆଶାୟୀ ସେମାନଙ୍କ ସମର୍ଥକଙ୍କ ସହ ବିଜେପି କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିବାର ଦେଖିବାକୁ ମିଳିଥିଲା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe