ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠକ : ଓଡ଼ିଶା ଗସ୍ତରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ

ରାଜ୍ୟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଏ ଭେଟଘାଟ ବେଶ ଗୁରୁତ୍ୱ ବହନ କରୁଛି । ପୂର୍ଵରୁ ରାଜ୍ୟପାଳ ମଧ୍ୟ ସରକାରୀ ବାସଭବନ ଯାଇ ଆଇନ ମନ୍ତ୍ରୀଙ୍କୁ ଭେଟିଛନ୍ତି ।

sunil

sunil Photograph: (KanakNews)

କନକ ବ୍ୟୁରୋ : ଆଇନ ମନ୍ତ୍ରୀଙ୍କୁ ବାସଭବନରେ ଭେଟିଲେ ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ । ରାଜ୍ୟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଏ ଭେଟଘାଟ ବେଶ ଗୁରୁତ୍ୱ ବହନ କରୁଛି । ପୂର୍ଵରୁ ରାଜ୍ୟପାଳ ମଧ୍ୟ ସରକାରୀ ବାସଭବନ ଯାଇ ଆଇନ ମନ୍ତ୍ରୀଙ୍କୁ ଭେଟିଛନ୍ତି । ଓଡ଼ିଶା ଗସ୍ତରେ ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ । ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିବା ପୂର୍ବରୁ ଆଇନ ମନ୍ତ୍ରୀଙ୍କୁ ଭେଟିଛନ୍ତି କ୍ଷେତ୍ରୀୟ ପ୍ରଭାରୀ । ପରେ ରାଜ୍ୟ ସଭାପତି, ରାଜ୍ୟ ସଂଗଠନ ମହାମନ୍ତ୍ରୀ, ଉପସଭାପତି, ସଧାରଣ ସମ୍ପାଦକଙ୍କ ସମେତ ଅନ୍ୟ ପଦାଧିକାରୀଙ୍କ ଉପସ୍ଥିତିରେ ବୈଠକ ଥିଲେ। ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe