ବ୍ଲକ ଅଧ୍ୟକ୍ଷଙ୍କ ଚୌକି ଟଳମଳ,ଉପଜିଲ୍ଲାପାଳଙ୍କ ନିକଟରେ ଫେରାଦ୍ ହେଲେ ସମିତି ସଭ୍ୟ

Advertisment

Kaêýùeû ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅଧ୍ୟକ୍ଷଙ୍କ ଚୌକି ଟଳମଳ। ବ୍ଲକ ଅଧ୍ୟକ୍ଷ ଜିତୁ ବୁରୁଡ଼ିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଆବେଦନ।

Kaêýùeû ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅଧ୍ୟକ୍ଷଙ୍କ ଚୌକି ଟଳମଳ। ବ୍ଲକ ଅଧ୍ୟକ୍ଷ ଜିତୁ ବୁରୁଡ଼ିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଆବେଦନ।

korukunda

କନକବ୍ୟୁରୋ :ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅଧ୍ୟକ୍ଷଙ୍କ ଚୌକି ଟଳମଳ। ବ୍ଲକ ଅଧ୍ୟକ୍ଷ ଜିତୁ ବୁରୁଡ଼ିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଆବେଦନ। ଅଧ୍ୟକ୍ଷଙ୍କୁ ବିରୋଧ କରି ଉପଜିଲ୍ଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି ସମିତି ସଭ୍ୟ । କୋରୁକୋଣ୍ଡା ବ୍ଲକ ଅଧ୍ୟକ୍ଷ ଜିତୁ ବୁରୁଡି ମନମୁଖୀ କାର୍ୟ୍ୟ କରୁଥିବା ସମିତିସଭ୍ୟ ମାନେ ଅଭିଯୋଗ କରିଛନ୍ତି। ପଂଚାୟତ ସମିତି ଆଇନ ଅନୁଯାୟୀ ଅନାସ୍ଥା ପ୍ରସ୍ତାବ ଆଗତ ଲାଗି ଅନୁରୋଧ କରିଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe