ବଲିଉଡ ଅଭିନେତ୍ରୀ ଦିଶା ପଟନୀଙ୍କ ଘରକୁ ଗୁଳିମାଡ଼, ବରେଲୀସ୍ଥିତ ବାସଭବନ ଆଗରେ ଫାୟାରିଂ ସହ ସୋସିଆଲ ମିଡ଼ିଆରେ ଧମକ

Advertisment

ଦିଶାଙ୍କ ଉତ୍ତର ପ୍ରଦେଶ ବରେଲି ସ୍ଥିତ ବାସଭବନ ଆଗରେ ଫାୟାରିଂ ସହ ସୋସିଆଲ ମିଡିଆରେ ଧମକ ମଧ୍ୟ ଦିଆଯାଇଥିବା ସୂଚନା ମିଳିଛି । ଗତକାଲି ବିଳମ୍ୱିତ ରାତିରେ ଦୁର୍ବୃତ୍ତ ଏକାଧିକ ଫାଙ୍କା ଗୁଳିଚାଳନା କରିଥିବା ବେଳେ, ଗୋଲ୍‌ଡି ବ୍ରାର୍ ଗ୍ୟାଙ୍ଗ୍ ଏଭଳି କାଣ୍ଡ ଭିଆଇଥିବା ନିଜ ଆଡ଼ୁ ଦାବି କରିଛି ।

7

କନକ ବ୍ୟୁରୋ :  ବଲିଉଡ୍ ଅଭିନେତ୍ରୀ ଦିଶା ପଟାନୀଙ୍କ ଘର ଆଗରେ ଫୁଟିଲା ଗୁଳି । ଦିଶାଙ୍କ ଉତ୍ତର ପ୍ରଦେଶ ବରେଲି ସ୍ଥିତ ବାସଭବନ ଆଗରେ ଫାୟାରିଂ ସହ ସୋସିଆଲ ମିଡିଆରେ ଧମକ ମଧ୍ୟ ଦିଆଯାଇଥିବା ସୂଚନା ମିଳିଛି । ଗତକାଲି ବିଳମ୍ୱିତ ରାତିରେ ଦୁର୍ବୃତ୍ତ ଏକାଧିକ ଫାଙ୍କା ଗୁଳିଚାଳନା କରିଥିବା ବେଳେ, ଗୋଲ୍‌ଡି ବ୍ରାର୍ ଗ୍ୟାଙ୍ଗ୍ ଏଭଳି କାଣ୍ଡ ଭିଆଇଥିବା ନିଜ ଆଡ଼ୁ ଦାବି କରିଛି । ଦିଶା ସାଧୁସନ୍ଥଙ୍କ ଅପମାନ କରିଥିବା ଅଭିଯୋଗ ଆଣିବା ସହ ତାଙ୍କୁ ଓ ଏଥିରେ ଜଡ଼ିତ ଫିଲ୍ମ ଇଣ୍ଡଷ୍ଟ୍ରିକୁ ସୋସିଆଲ ମିଡିଆ ପୋଷ୍ଟରେ ଧମକ ଦିଆଯାଇଥିବା ସୂଚନା ମିଳିଛି। ପୋଲିସ ଘଟଣାର ତଦନ୍ତ କରୁଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe