ଶ୍ରୀମନ୍ଦିରକୁ ବୋମା ଧମକ : ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ୍ ମାମଲାରେ ଜଣେ ଅଟକ

Advertisment

ଶ୍ରୀମନ୍ଦିରକୁ ବୋମା ଧମକ । ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ୍ ମାମଲାରେ ଜଣକୁ ଅଟକ ରଖିଛି ପୁଲିସ । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ ମେସେଜ୍ ଦିଆଯାଇଥିଲା

13

Photograph: (kanaknews)

କନକବ୍ୟୁରୋ : ଶ୍ରୀମନ୍ଦିରକୁ ବୋମା ଧମକ । ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ୍ ମାମଲାରେ ଜଣକୁ ଅଟକ ରଖିଛି ପୁଲିସ । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ ମେସେଜ୍ ଦିଆଯାଇଥିଲା ।  ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡ଼ିବ ଏବଂ ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟାଇ ଦିଆଯିବ ବୋଲି ଏଥିରେ ଲେଖାଯାଇଥିଲା ।

ଅଧିକ ପଢନ୍ତୁ... ଟ୍ରମ୍ପଙ୍କ ଡାଭୋସ ଯାଉଥିବା ବିମାନରେ ଯାନ୍ତ୍ରିକ ତ୍ରୁଟି: ଅଧା ବାଟରୁ ଫେରିଲେ ଆମେରିକା ରାଷ୍ଟ୍ରପତି

ଏପରିକି ଖୁବଶୀଘ୍ର ଶୁଭାଶିଷ ଖୁଣ୍ଟିଆଙ୍କୁ ଗୁଳିମାଡ ହେବ ବୋଲି ଧମକ ଦିଆଯାଇଥିଲା , ଏହି ମାମଲାରେ ଜଣଙ୍କୁ ଅଟକ ରଖାଯାଇଛି । ତେବେ ଜୁଲି ରାଣୀ ପଣ୍ଡା କିଏ ଓ ସେ ଏଭଳି କାହିଁକି ପୋଷ୍ଟ କରିଛନ୍ତି ତାକୁ ନେଇ ଆଶଙ୍କା ବଢ଼ିଛି  ।   ପୂର୍ବରୁ ଶ୍ରୀମନ୍ଦିରକୁ ଆତଙ୍କବାଦୀଙ୍କ ଆକ୍ରମଣର ଭୟ ଥିବା ଗୁଇନ୍ଦା ବିଭାଗ ତରଫରୁ ସ୍ପଷ୍ଟ ହୋଇଥିବା ବେଳେ, ଏହି ଧମକପୂର୍ଣ୍ଣ ମେସେଜକୁ ନେଇ ସାଧାରଣରେ ଭୟର ବାତାବରଣ ଦେଖାଦେଇଛି ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe