ଭାଇ ଭଉଣୀଙ୍କୁ ଗୁଳିମାଡ । ଭାଇ ଭଉଣୀ ଗୁରୁତର

Advertisment

ଭାଇ ଭଉଣୀଙ୍କୁ ଗୁଳିମାଡ଼ । ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଗମଣ୍ଡା ଗାଁରେ ଏହି ଗୁଳିକାଣ୍ଡ ଘଟିଛି ।

ଭାଇ ଭଉଣୀଙ୍କୁ ଗୁଳିମାଡ଼ । ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଗମଣ୍ଡା ଗାଁରେ ଏହି ଗୁଳିକାଣ୍ଡ ଘଟିଛି ।

vvvvvv

vvvvvv Photograph: (KanakNews )

କନକ ବ୍ୟୁରୋ : ଭାଇ ଭଉଣୀଙ୍କୁ ଗୁଳିମାଡ଼ । ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଗମଣ୍ଡା ଗାଁରେ ଏହି ଗୁଳିକାଣ୍ଡ ଘଟିଛି । ବିଳମ୍ୱିତ ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ ଭାଇ ଭଉଣୀଙ୍କ ଉପରେ ହଠାତ୍ ଗୁଳିମାଡ଼ ହୋଇଥିଲା । ଏଥିରେ ଭାଇଭଉଣୀ ଗୁରୁତର ହୋଇଛନ୍ତି । ୯ ବର୍ଷର ପୁଅ ଓ ୧୩ ବର୍ଷ ଝିଅର ପେଟରେ ଗୁଳି ବାଜିଛି । ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ତେବେ କୁନି କୁନି ଭାଇ ଭଉଣୀଙ୍କୁ କାହିଁକି ଗୁଳିମାଡ଼ ହୋଇଛି, ତାର କାରଣ ଜଣାପଡିନାହିଁ । ଘଟଣାସ୍ଥଳରେ କିଶୋରନଗର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe