ରାଜଧାନୀରେ ବୀଭତ୍ସ ହତ୍ୟା: ମଝି ରାସ୍ତାରେ ବାଇକରେ ଗୋଡେଇ ହାଣିଲେ ଦୁର୍ବୃତ୍ତ

Advertisment

ରାଜଧାନୀରେ ବିଭତ୍ସ ହତ୍ୟା । ରସୁଲଗଡ଼ରୁ ବାଣୀବିହାର ବିହାର ରାସ୍ତାରେ ଯୁବକଙ୍କ ମୁଣ୍ଡ କାଟିଦେଲେ ଦୁର୍ବୃତ୍ତ । ବାଇକ୍‌ରେ ଗୋଡେଇ ଗୋଡେଇ ନିର୍ମମ ଭାବେ ହତ୍ୟା କରାଯାଇଛି । ସକାଳ ୭ଟାରୁ ସାଢ଼େ ୭ଟା ଭିତରେ ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

େୋମୋେ

େୋମେୋ

କନକ ବ୍ୟୁରୋ: ରାଜଧାନୀରେ ବିଭତ୍ସ ହତ୍ୟା । ରସୁଲଗଡ଼ରୁ ବାଣୀବିହାର ରାସ୍ତାରେ ଯୁବକଙ୍କ ମୁଣ୍ଡ କାଟିଦେଲେ ଦୁର୍ବୃତ୍ତ । ବାଇକ୍‌ରେ ଗୋଡେଇ ଗୋଡେଇ ନିର୍ମମ ଭାବେ ହତ୍ୟା କରାଯାଇଛି । ସକାଳ ୭ଟାରୁ ସାଢ଼େ ୭ଟା ଭିତରେ ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ରସୁଲଗଡ଼ରୁ ବାଣୀବିହାର ମେନ ରୋଡ଼ରେ ହତ୍ୟାକାଣ୍ଡ। ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିଦେଲେ । ମୃତକ ହେଲେ କେଦାରପଲ୍ଲି ଅଞ୍ଚଳର ସହଦେବ ନାୟକ । ସେ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ । ଆଜି ସକାଳୁ ସ୍କୁଟରରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବିଭତ୍ସ ଭାବେ ହତ୍ୟା କରିଛନ୍ତି । ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe