କନକ ବ୍ୟୁରୋ : ବଣ୍ଟି ବିବଲି ଅନିଲ ମହାନ୍ତି ଓ ହଂସିକା ଅଭିଲିପ୍ସାଙ୍କ ଘରେ ଆୟକର ବିଭାଗ । ୧୨ଟି ସ୍ଥାନରେ ଏକକାଳୀନ ରେଡ ମାରୁଛି ଆଇଟି । ଘର, ଅଫିସ ସମେତ ଆକାଉଣ୍ଟ ଟ୍ରାଞ୍ଜାକ୍ସରର ଚାଲିଛି ଖୋଳତାଡ଼ । ନଗଦ ଦାମୀ ଗାଡ଼ି କିଣିଥିବା ହଂସିକାଙ୍କ ଆକାଉଣ୍ଟରୁ ମିଳିଛି ପ୍ରମାଣ । ଜନ୍ମଦିନରେ ବିନା ଲୋନରେ ପୋର୍ସେ କାର କିଣିବାକୁ ନେଇ ବିବାଦରେ ପଡ଼ିଥିଲେ ଏହି ଦୁଇ ଅଭିଯୁକ୍ତ ଅନିଲ ମହାନ୍ତି ଓ ହଂସିକା ଅଭିଲିପ୍ସା ।
ବଣ୍ଟି-ବବଲି ଅନୀଲ ଓ ହଂସିକାଙ୍କ ଘରେ ଆୟକର ବିଭାଗ ଚଢଉ । ଘର ଅଫିସ ସମେତ ଏକକାଳୀନ ୧୨ଟି ସ୍ଥାନରେ ରେଡ୍ ।
ବଣ୍ଟି ବିବଲି ଅନିଲ ମହାନ୍ତି ଓ ହଂସିକା ଅଭିଲିପ୍ସାଙ୍କ ଘରେ ଆୟକର ବିଭାଗ । ୧୨ଟି ସ୍ଥାନରେ ଏକକାଳୀନ ରେଡ ମାରୁଛି ଆଇଟି । ଘର, ଅଫିସ ସମେତ ଆକାଉଣ୍ଟ ଟ୍ରାଞ୍ଜାକ୍ସରର ଚାଲିଛି ଖୋଳତାଡ଼ ।
/kanak/media/media_files/2025/01/07/l7LQbaMmPgTmrY6JN5pl.jpg)