କନକ ବ୍ୟୁରୋ: ଆସିଲା ଉପରାଷ୍ଟ୍ରପତି ନିର୍ବାଚନର ଫଳାଫଳ । ଜିତିଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ବିଜୟୀ ହୋଇଛନ୍ତି । ଇଣ୍ଡି ମେଣ୍ଟର ପ୍ରାର୍ଥୀଙ୍କୁ ୧୫୨ ଭୋଟରେ ହରାଇଛନ୍ତି ସିପି ରାଧାକ୍ରିଷ୍ଣନ । ତେବେ ନିର୍ବାଚନରେ ମୋଟ ୭୬୭ ଜଣ ସାଂସଦ ଭୋଟ୍ ଦେଇଥିଲେ । ଏଥିରରୁ ୭୫୨ ଜଣ ସାଂସଦଙ୍କ ଭୋଟ୍ ବୈଧ ହୋଇଥିଲା ଏବଂ ୧୫ଟି ଭୋଟ୍ ଅବୈଧ ହୋଇଛି । ନିର୍ବାଚନରେ ସିପି ରାଧାକ୍ରିଷ୍ଣନଙ୍କୁ ପ୍ରଥମ ପସନ୍ଦରେ ୪୫୨ ଭୋଟ୍ ମିଳିଛି ଏବଂ ଇଣ୍ଡି ମେଣ୍ଟର ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କୁ ପ୍ରଥମ ପସନ୍ଦରେ ୩୦୦ ଭୋଟ୍ ମିଳିଛି ।
#WATCH | Delhi: PC Mody, Secretary-General, Rajya Sabha says, "NDA nominee and Maharashtra Governor C.P. Radhakrishnan got 452 first preference votes. He has been elected as the Vice President of India... Opposition's vice-presidential candidate Justice Sudershan Reddy secured… pic.twitter.com/hW7dUY0yfi
— ANI (@ANI) September 9, 2025
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/media_files/2025/09/09/nda-2025-09-09-19-44-13.jpg)