ଆଜିଠୁ ଆରମ୍ଭ ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା, ପ୍ରଥମ ବୋର୍ଡ ପରୀକ୍ଷା ଦେଇଥିଲେ ଦ୍ବିତୀୟ ପାଇଁ ମିଳିବ ଅନୁମତି

Advertisment

ପ୍ରଥମ ବୋର୍ଡ ପରୀକ୍ଷା ଦେଇଥିଲେ ଦ୍ବିତୀୟ ପାଇଁ ମିଳିବ ଅନୁମତି । ୩ଟି ବିଷୟରେ ଅଧିକ ନମ୍ବର ପାଇଁ ଦେଇପାରିବେ ଦ୍ବିତୀୟ ବୋର୍ଡ ଏକଜାମ । ସିବିଏସ୍‌ଇ ରଖିଲା ସ୍ପଷ୍ଟୀକରଣ ।

ପ୍ରଥମ ବୋର୍ଡ ପରୀକ୍ଷା ଦେଇଥିଲେ ଦ୍ବିତୀୟ ପାଇଁ ମିଳିବ ଅନୁମତି । ୩ଟି ବିଷୟରେ ଅଧିକ ନମ୍ବର ପାଇଁ ଦେଇପାରିବେ ଦ୍ବିତୀୟ ବୋର୍ଡ ଏକଜାମ । ସିବିଏସ୍‌ଇ ରଖିଲା ସ୍ପଷ୍ଟୀକରଣ ।

CBSE EXAM

CBSE EXAM Photograph: (KanakNews)

କନକ ବ୍ୟୁରୋ : ଆଜିଠାରୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା । ଦଶମରେ ଦୁଇଟି ବୋର୍ଡ ପରୀକ୍ଷା ନେଇ ସିବିଏସଇ ସ୍ପଷ୍ଟୀକରଣ ରଖିଛି । ଆଜିଠୁ ଆରମ୍ଭ ହେବ ପ୍ରଥମ ବୋର୍ଡ ପରୀକ୍ଷା । ପ୍ରଥମ ବୋର୍ଡ ପରୀକ୍ଷା ଦେଇଥିଲେ ଦ୍ବିତୀୟ ବୋର୍ଡ ପରୀକ୍ଷା ପାଇଁ ଅନୁମତି ମିଳିବ । ୩ଟି ବିଷୟରେ ଅଧିକ ନମ୍ବର ପାଇଁ ଦ୍ବିତୀୟ ବୋର୍ଡ ଦେଇପାରିବେ ପରୀକ୍ଷାର୍ଥୀ । ବିଜ୍ଞାନ, ଗଣିତ, ସାମାଜିକ ବିଜ୍ଞାନ, ଲାଙ୍ଗୁଏଜ୍ ପେପର ଭିତରୁ ୩ଟି ଦେଇପାରିବେ । ପ୍ରଥମ ବୋର୍ଡରେ ୩ଟି କିମ୍ବା ତାଠୁ ଅଧିକ ପେପର ଦେଇ ନଥିଲେ ଅନୁମତି ମିଳିବନି । ପ୍ରଥମ ବୋର୍ଡ ପରୀକ୍ଷା ନଦେଲେ ଏସେନସିଆଲ ରିପିଟ ବର୍ଗରେ ରହିବେ । ଏସେନସିଆଲ ରିପିଟ ବର୍ଗରେ ରହିଲେ ସେମାନେ ପରବର୍ଷ ପରୀକ୍ଷା ଦେବେ । 

ଅଧିକ ପଢନ୍ତୁ : ନିର୍ଦ୍ଧାରିତ ସମୟ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପିଲାଙ୍କୁ ପହଂଚିବାକୁ ସିବିଏସିର ନିର୍ଦ୍ଦେଶ

ବୋର୍ଡ ପରୀକ୍ଷାକୁ ନେଇ ବଡ଼ ନିଷ୍ପତ୍ତି 
ପ୍ରଥମ ବୋର୍ଡ ପରୀକ୍ଷା ବାଧ୍ୟତାମୂଳକ: ସିବିଏସଇ
ସିବିଏସଇ ଦଶମ ଦୁଇଟି ବୋର୍ଡ ପରୀକ୍ଷା ନେଇ ସ୍ପଷ୍ଟୀକରଣ
ଆଜିଠୁ ଆରମ୍ଭ ହେଉଥିବା ପ୍ରଥମ ବୋର୍ଡ ପରୀକ୍ଷା ଦେବା ବାଧ୍ୟତାମୂଳକ
ପ୍ରଥମ ବୋର୍ଡ ପରୀକ୍ଷା ଦେଇଥିଲେ ଦ୍ବିତୀୟ ବୋର୍ଡ ପରୀକ୍ଷା ପାଇଁ ଅନୁମତି 
୩ଟି ବିଷୟରେ ଅଧିକ ନମ୍ବର ପାଇଁ ଦ୍ବିତୀୟ ବୋର୍ଡ ଦେଇପାରିବେ 
ବିଜ୍ଞାନ, ଗଣିତ, ସାମାଜିକ ବିଜ୍ଞାନ, ଲାଙ୍ଗୁଏଜ୍ ପେପର ଭିତରୁ ୩ଟି ଦେଇପାରିବେ 
ପ୍ରଥମ ବୋର୍ଡରେ ୩ଟି ବା ତାଠୁ ଅଧିକ ପେପର ଦେଇ ନଥିଲେ ଅନୁମତି ମିଳିବନି
ପ୍ରଥମ ବୋର୍ଡ ପରୀକ୍ଷା ନଦେଲେ ‘ଏସେନସିଆଲ ରିପିଟ’ ବର୍ଗରେ ରହିବେ 
‘ଏସେନସିଆଲ ରିପିଟ’ ବର୍ଗରେ ରହିଲେ ପରବର୍ଷ ପରୀକ୍ଷା ଦେବେ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe