ସବୁ ସେନାଧିକାରୀଙ୍କ ଛୁଟି ବାତିଲ ; ଛୁଟିରେ ଥିଲେ ତୁରନ୍ତ ଯୋଗ ଦେବେ

Advertisment

କେନ୍ଦ୍ର ସରକାରଙ୍କ ସମୀକ୍ଷା ବୈଠକ ପରେ ଆସିଲା ବଡ ନିର୍ଦ୍ଦେଶନାମା । ସବୁ ସେନାଧିକାରୀଙ୍କ ଛୁଟି ବାତିଲ । ଯେକୌଣସି କାରଣରୁ ଛୁଟିରେ ଥିଲେ ବି ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦେଲେ ସରକାର ।

କେନ୍ଦ୍ର ସରକାରଙ୍କ ସମୀକ୍ଷା ବୈଠକ ପରେ ଆସିଲା ବଡ ନିର୍ଦ୍ଦେଶନାମା । ସବୁ ସେନାଧିକାରୀଙ୍କ ଛୁଟି ବାତିଲ । ଯେକୌଣସି କାରଣରୁ ଛୁଟିରେ ଥିଲେ ବି ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦେଲେ ସରକାର ।

Review meeting...

Review meeting... Photograph: (KanakNews)

କନକ ବ୍ୟୁରୋ: କେନ୍ଦ୍ର ସରକାରଙ୍କ ସମୀକ୍ଷା ବୈଠକ ପରେ ଆସିଲା ବଡ ନିର୍ଦ୍ଦେଶନାମା । ସବୁ ସେନାଧିକାରୀଙ୍କ ଛୁଟି ବାତିଲ । ଯେକୌଣସି କାରଣରୁ ଛୁଟିରେ ଥିଲେ ବି ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦେଲେ ସରକାର । ସେନାକୁ ସହଯୋଗ କରିବାକୁ ଟେରିଟୋରିଆଲ ଆର୍ମିକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ । ଏହାସହ ସେନାମୁଖ୍ୟଙ୍କୁ ମିଳିଲା ପୂର୍ଣ୍ଣ କ୍ଷମତା । 

ସେନାରେ ପାକିସ୍ତାନ କରିଚାଲିଛି ଲଗାତାର ଗୁଳିମାଡ । ଏହାର ପାଲଟା ଜବାବ ଭାରତ ଦେଉଥିଲେ ବି ସୁଧୁରିନି ପାକିସ୍ତାନ । ଫଳରେ ସୀମାକୁ ଅଧିକ କମ୍ପାନି ସୈନ୍ୟ ପଠାଇଛି ଭାରତୀୟ ସେନା । ଏହାସହ ସେନାକୁ ସହଯୋଗ କରିବାକୁ ଟେରିଟୋରିଆଲ ଆର୍ମ ଫୋର୍ସକୁ ବି ନିର୍ଦ୍ଦେଶ ଦିଆଯାଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe