ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ : ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ସମୀକ୍ଷା କରୁଛନ୍ତି ମୋହନ ମାଝୀ

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସମୟରେ ଗୃହ ବିଭାଗ ଓ ଆଇନ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ ।

cm

cm Photograph: (kanakNews)

କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଛି ଗୁରୁତ୍ବପୂର୍ଣ୍ଣ ବୈଠକ । ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସମୟରେ ଗୃହ ବିଭାଗ ଓ ଆଇନ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ । ପୁଲିସ ଡିଜି, ଗୃହ ସଚିବ, ଗୁଇନ୍ଦା ନିର୍ଦ୍ଦେଶକ, ପୁଲିସ କମିସନର ବୈଠକରେ ସାମିଲ ହୋଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ, ଆଇନଶୃଙ୍ଖଳା ଏଡିଜି ସାମିଲ ହୋଇଛନ୍ତି । ଗଲା କିଛି ଦିନ ଧରି ଘଟିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ତର୍ଜମା ହୋଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe