ମୋହନ ସରକାରଙ୍କ ବଡ଼ ଘୋଷଣା । ଋତୁଶ୍ରାବ ପାଇଁ ମିଳିବ ୧୨ ଦିନ ଛୁଟି ।

Advertisment

୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ ମହିଳା ସରକାରୀ କର୍ମଚାରୀ  । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ । 

Updated On

୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ ମହିଳା ସରକାରୀ କର୍ମଚାରୀ  । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ । 

ଅଦ୍ୟତନ ହୋଇଛି
Periods Pain

କନକ ବ୍ୟୁରୋ: ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ମହିଳା କର୍ମଚାରୀମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (CL) ଓ ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି ( Special CL) ସହିତ ପାଇ  ପାରିବେ । ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ । ମହିଳା ମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି । ଏହି ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe