କନକବ୍ୟୁରୋ : ଲୋକଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସହିତ ମିଶିବା, ଦୁଃଖସୁଖ ହେବା ଓ ସେମାନଙ୍କ ସମସ୍ୟା ଶୁଣିବାକୁ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି ।
ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆଠାରେ ଅଟକି ଜଣେ ପଇଡ଼ ବିକ୍ରେତାଙ୍କଠାରୁ ପଇଡ଼ କିଣି ପିଇଥିଲେ ଏବଂ ପଇଡ଼ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖସୁଖ ହୋଇଥିଲେ । କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ ସୁବିଧା ପାଉଛନ୍ତି କି ନାହିଁ ସେ ସମ୍ପର୍କରେ ପଚାରି ବୁଝିଥିଲେ ।
ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆଠାରେ ଅଟକି ଜଣେ ପଇଡ଼ ବିକ୍ରେତାଙ୍କଠାରୁ ପଇଡ଼ କିଣି ପିଇଥିଲେ ଏବଂ ପଇଡ଼ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖସୁଖ ହୋଇଥିଲେ । କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ ସୁବିଧା ପାଉଛନ୍ତି କି ନାହିଁ ସେ ସମ୍ପର୍କରେ ପଚାରି ବୁଝିଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଜଣେ ସାଧାରଣ ଗ୍ରାହକ ହିସାବରେ ନିକଟରେ ପାଇ ଶ୍ରୀଧର ଖୁସିରେ ବିଭୋର ହୋଇଯାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସରଳ ଓ ସହୃଦୟତା ପୂର୍ଣ୍ଣ ବ୍ୟବହାର ଶ୍ରୀଧର ଓ ଉପସ୍ଥିତ ଜନସାଧାରଣଙ୍କ ମନରେ ଖୁସି ଓ ଆନନ୍ଦ ଆଣିଦେଇଥିଲା ।
ମୁଖ୍ୟମନ୍ତ୍ରୀଙ୍କୁ ଜଣେ ସାଧାରଣ ଗ୍ରାହକ ହିସାବରେ ନିକଟରେ ପାଇ ଶ୍ରୀଧର ଖୁସିରେ ବିଭୋର ହୋଇଯାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସରଳ ଓ ସହୃଦୟତା ପୂର୍ଣ୍ଣ ବ୍ୟବହାର ଶ୍ରୀଧର ଓ ଉପସ୍ଥିତ ଜନସାଧାରଣଙ୍କ ମନରେ ଖୁସି ଓ ଆନନ୍ଦ ଆଣିଦେଇଥିଲା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/10/13/20-2025-10-13-15-08-54.jpg)