ପୁରୀ ଯାଉଥିଲେ, ରାସ୍ତାରେ ଅଟକି ପଇଡ଼ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଲୋକଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସହିତ ମିଶିବା, ଦୁଃଖସୁଖ ହେବା ଓ ସେମାନଙ୍କ ସମସ୍ୟା ଶୁଣିବାକୁ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି । 

20

Photograph: (kanaknews)

କନକବ୍ୟୁରୋ : ଲୋକଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସହିତ ମିଶିବା, ଦୁଃଖସୁଖ ହେବା ଓ ସେମାନଙ୍କ ସମସ୍ୟା ଶୁଣିବାକୁ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି । 
ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ  ସମୟରେ ବାଟରେ କାଦୁଆଠାରେ ଅଟକି ଜଣେ ପଇଡ଼ ବିକ୍ରେତାଙ୍କଠାରୁ ପଇଡ଼ କିଣି ପିଇଥିଲେ ଏବଂ ପଇଡ଼ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖସୁଖ ହୋଇଥିଲେ ।  କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ ସୁବିଧା ପାଉଛନ୍ତି କି ନାହିଁ ସେ ସମ୍ପର୍କରେ ପଚାରି ବୁଝିଥିଲେ । 

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆଠାରେ ଅଟକି ଜଣେ ପଇଡ଼ ବିକ୍ରେତାଙ୍କଠାରୁ ପଇଡ଼ କିଣି ପିଇଥିଲେ ଏବଂ ପଇଡ଼ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖସୁଖ ହୋଇଥିଲେ ।  କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ  ସୁବିଧା ପାଉଛନ୍ତି କି ନାହିଁ ସେ ସମ୍ପର୍କରେ ପଚାରି ବୁଝିଥିଲେ ।   ମୁଖ୍ୟମନ୍ତ୍ରୀଙ୍କୁ ଜଣେ ସାଧାରଣ ଗ୍ରାହକ ହିସାବରେ ନିକଟରେ ପାଇ ଶ୍ରୀଧର ଖୁସିରେ ବିଭୋର ହୋଇଯାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସରଳ ଓ ସହୃଦୟତା ପୂର୍ଣ୍ଣ ବ୍ୟବହାର ଶ୍ରୀଧର ଓ ଉପସ୍ଥିତ ଜନସାଧାରଣଙ୍କ ମନରେ ଖୁସି ଓ ଆନନ୍ଦ ଆଣିଦେଇଥିଲା  ।

ମୁଖ୍ୟମନ୍ତ୍ରୀଙ୍କୁ ଜଣେ ସାଧାରଣ ଗ୍ରାହକ ହିସାବରେ ନିକଟରେ ପାଇ ଶ୍ରୀଧର ଖୁସିରେ ବିଭୋର ହୋଇଯାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସରଳ ଓ ସହୃଦୟତା ପୂର୍ଣ୍ଣ ବ୍ୟବହାର ଶ୍ରୀଧର ଓ ଉପସ୍ଥିତ ଜନସାଧାରଣଙ୍କ ମନରେ ଖୁସି ଓ ଆନନ୍ଦ ଆଣିଦେଇଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe