କନକ ବ୍ୟୁରୋ: ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ । ଆଦିବାସୀ ପରମ୍ପରା ଅନୁଯାୟୀ ଦୀପାବଳି ପାଳିବେ, ସୋହରାଇ ପୂଜାରେ ହେବେ ସାମିଲ। ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜିଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଗାଁରେ ପରିବାର ସହ ଏବଂ ଗାଁ ଲୋକଙ୍କ ଗହଣରେ ପାଳନ କରିବେ ଦୀପାବଳି। ଆଦିବାସୀଙ୍କ ସଂସ୍କୃତି ଓ ପରମ୍ପରା ଅନୁଯାୟୀ ଦୀପାବଳି ପାଳିବେ। ଦୀପାବଳିରେ ସୋହରାଇ ପୂଜା କରିଥାନ୍ତି ଆଦିବାସୀ ମାନେ। ମୁଖ୍ୟମନ୍ତ୍ରୀ ମଧ୍ୟ ଗାଁରେ ଏହି ପୂଜାରେ ସାମିଲ ହେବେ।
ଦୀପାବଳି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ: ସେପଟେ ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ । ଆଦିବାସୀ ପରମ୍ପରା ଅନୁଯାୟୀ ଦୀପାବଳି ପାଳିବେ, ସୋହରାଇ ପୂଜାରେ ହେବେ ସାମିଲ। ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
/kanak/media/media_files/2024/10/31/2PrH4X8GGlZyD6lt6pcm.jpg)