ଦୀପାବଳି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ: ସେପଟେ ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Advertisment

ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ । ଆଦିବାସୀ ପରମ୍ପରା ଅନୁଯାୟୀ ଦୀପାବଳି ପାଳିବେ, ସୋହରାଇ ପୂଜାରେ ହେବେ ସାମିଲ। ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ । ଆଦିବାସୀ ପରମ୍ପରା ଅନୁଯାୟୀ ଦୀପାବଳି ପାଳିବେ, ସୋହରାଇ ପୂଜାରେ ହେବେ ସାମିଲ। ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

QSQS

କନକ ବ୍ୟୁରୋ: ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ । ଆଦିବାସୀ ପରମ୍ପରା ଅନୁଯାୟୀ ଦୀପାବଳି ପାଳିବେ, ସୋହରାଇ ପୂଜାରେ ହେବେ ସାମିଲ। ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜିଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଗାଁରେ ପରିବାର ସହ ଏବଂ ଗାଁ ଲୋକଙ୍କ ଗହଣରେ  ପାଳନ କରିବେ ଦୀପାବଳି। ଆଦିବାସୀଙ୍କ ସଂସ୍କୃତି ଓ ପରମ୍ପରା ଅନୁଯାୟୀ ଦୀପାବଳି ପାଳିବେ। ଦୀପାବଳିରେ ସୋହରାଇ ପୂଜା କରିଥାନ୍ତି ଆଦିବାସୀ ମାନେ। ମୁଖ୍ୟମନ୍ତ୍ରୀ ମଧ୍ୟ ଗାଁରେ ଏହି ପୂଜାରେ ସାମିଲ ହେବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe