ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ଠିକଣା; ରାଜଭବନ ରାସ୍ତାରେ ମୋହନଙ୍କ ବାସଭବନ

ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ଠିକଣା । ନୂ୍ଆ ସରକାରୀ ବାସଭବନକୁ ଗଲେ ମୁଖ୍ୟମନ୍ତ୍ରୀ । ରାଜଭବନ ମାର୍ଗରେ ଥିବା ନୂଆ ବାସଭବନକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

34sgrtfhb

Photograph: (kanaknews)

କନକ ବ୍ୟୁରୋ: ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ଠିକଣା । ନୂ୍ଆ ସରକାରୀ ବାସଭବନକୁ ଗଲେ ମୁଖ୍ୟମନ୍ତ୍ରୀ । ରାଜଭବନ ମାର୍ଗରେ ଥିବା ନୂଆ ବାସଭବନକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୂଜାର୍ଚ୍ଚନା ପରେ ପୂର୍ବାହ୍ନ ୧୦ଟା ୪୭ରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ୧୦ ବ୍ରାହ୍ମଣଙ୍କ ଦ୍ବାରା ପୂଜା ପାଠ, ହୋମ ଯଜ୍ଞ ପରେ ପ୍ରଥମେ ଘରେ ପ୍ରବେଶ କରିଥିଲେ ଗୋମାତା ନନ୍ଦା, ନନ୍ଦିନୀ । ଏହାପରେ ମୋହନ ମାଝୀ ନିଜ ଘରେ ପ୍ରବେଶ କରିଛନ୍ତି । ପୂର୍ବରୁ ଗାନ୍ଧୀ ମାର୍ଗ କ୍ବାର୍ଟରରେ ରହୁଥିଲେ ମୁଖ୍ୟମନ୍ତ୍ରୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe