ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Advertisment

ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଲେ ପୂର୍ବ ସରକାର ସମୟରେ ୪ ଲକ୍ଷ ଟଙ୍କା ମିଳୁଥିବା ବେଳେ ମୋହନ ସରକାର ଏହାକୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସେହିଭଳି ସ୍ୱଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ୩ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।  

18÷

କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ପୂର୍ବରୁ ପଞ୍ଜିକୃତ କୌଣସି ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଲେ ପୂର୍ବ ସରକାର ସମୟରେ ୪ ଲକ୍ଷ ଟଙ୍କା ମିଳୁଥିବା ବେଳେ ମୋହନ ସରକାର ଏହାକୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସେହିଭଳି ସ୍ୱଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ୩ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe