କନକ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ସରିଲା ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ । ଲୋକସେବା ଭବନରେ ବାତ୍ୟାର ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଏସଆରସିଙ୍କ ସହ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକର ଜିଲ୍ଲାପାଳ ମଧ୍ୟ ସାମିଲ ହୋଈଥିଲେ। ସମସ୍ତ ବିଭାଗୀୟ ଅଧିକାରୀ ଉପିସ୍ଥିତ ଥିଲେ।
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ସରିଲା ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ଲୋକସେବା ଭବନରେ ବାତ୍ୟାର ସ୍ଥିତି ସମୀକ୍ଷା କଲେ ମୋହନ ମାଝୀ
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ସରିଲା ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ । ଲୋକସେବା ଭବନରେ ବାତ୍ୟାର ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
/kanak/media/media_files/2024/10/21/JD3Q2bzBJuv9aekTQ7Cx.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)