ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ: ନାବାଳିକା ଜିନିଷ ଆଣିବାକୁ ଦୋକାନକୁ ଯାଇଥିବା ବେଳେ ଟାଣିନେଇ ଦୋକାନ ଭିତରେ ଦୁଷ୍କର୍ମ

Advertisment

ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ। ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କ ନାଁରେ  ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘଟଣାରେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ।

ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ। ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କ ନାଁରେ  ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘଟଣାରେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ।

efe

କନକ ବ୍ୟୁରୋ: ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ। ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କ ନାଁରେ  ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘଟଣାରେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଯାଜପୁର ମଙ୍ଗଳପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଅଭିଯୁକୁଙ୍କ ଦୋକାନକୁ ଯାଇଥିବା ବେଳେ ଅଭିଯୁକ୍ତ ଜୋରଜବରଦସ୍ତ ଘର ଭିତରକୁ ଟାଣିନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ପୀଡ଼ିତାଙ୍କ ମାଆ ପହଞ୍ଚି ତାଙ୍କୁ ଉଦ୍ଧାର କରିବା ସହ ଥାନାରେ ଅଭିଯୋଗ କରିଛନ୍ତି। ଆଇଆଇସିଙ୍କ ନେତୃତ୍ବରେ ଏକ ଟିମ ଗଠନ କରାଯାଇ ଅଭିଯୁକ୍ତ ରବିନାରାୟଣ ସାହୁକୁ ଗିରଫ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe