କନକ ବ୍ୟୁରୋ : ଚାଷୀଙ୍କୁ ନୂଆଁଖାଇ ଭେଟି ଦେବେ ରାଜ୍ୟ ସରକାର । ଆସନ୍ତାକାଲି ଚାଷୀଙ୍କୁ ମିଳିବ ସିଏମ୍ କିଷାନ ଟଙ୍କା । ପ୍ରତ୍ୟେକ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏଁ ଦେବେ ରାଜ୍ୟ ସରକାର । ରାଜ୍ୟରେ ୫୧ ଲକ୍ଷ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ହେବେ ଉପକୃତ । ସିଧାସଳଖ ଚାଷୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ରବି ଋତୁ ଚାଷ ପାଇଁ ଚାଷୀଙ୍କୁ ଆର୍ଥିକ ସହାୟତା ଦେଉଛନ୍ତି ମୋହନ ସରକାର । ଯାହା ଅଧୀନରେ ଚାଷୀମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ।
ଚାଷୀଙ୍କୁ ନୂଆଖାଇ ଭେଟି ଦେବେ ରାଜ୍ୟ ସରକାର ; କାଲି ମିଳିବ ସିଏମ୍ କିଷାନ ଟଙ୍କା
ଚାଷୀଙ୍କୁ ନୂଆଁଖାଇ ଭେଟି ଦେବେ ରାଜ୍ୟ ସରକାର । ଆସନ୍ତାକାଲି ଚାଷୀଙ୍କୁ ମିଳିବ ସିଏମ୍ କିଷାନ ଟଙ୍କା । ପ୍ରତ୍ୟେକ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏଁ ଦେବେ ରାଜ୍ୟ ସରକାର ।
/kanak/media/media_files/2025/08/26/mm-2025-08-26-13-45-35.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/02/11/2025-02-11t080152817z.jpg)