କନକ ବ୍ୟୁରୋ : ରାଜ୍ୟ ସରକାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଚର୍ଚ୍ଚା ଚାଲିଥିବା ଭିତରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳଙ୍କୁ ହଠାତ ଭେଟିଛନ୍ତି । ରାଜଭବନରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା ପରେ ଚର୍ଚ୍ଚା ଜୋର ଧରିଛି । ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଉଥିବା ବେଳେ ହଠାତ ସାକ୍ଷାତ କ'ଣ ସଂକେତ ଦେଉଛି ବୋଲି ଦ୍ୱନ୍ଦ୍ୱ ବଢାଉଛି । କଥା ଉଠୁଛି
- ରାଜ୍ୟରେ ବଢୁଥିବା ଆଇନଶୃଙ୍ଖଳା ସ୍ଥିତିକୁ ନେଇ କଲେ କି ଅବଗତ ?
- ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାଗିଲେ କି ସମୟ ?
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/07/21/75-2025-07-21-17-55-09.jpg)