କନକ ବ୍ୟୁରୋ: ଝାଡଖଣ୍ଡ ସାଧାରଣ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେପି । ଷ୍ଟାର ପ୍ରଚାରକ ତାଲିକାରେ ରହିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅନ୍ୟମାନଙ୍କ ମଧ୍ୟରେ ତାଲିକାରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଧର୍ମେନ୍ଦ୍ର ପ୍ରଧାନ, ଜେପି ନଡ୍ଡା, ରାଜନାଥ ସିଂ, ଅମିତ ଶାହା, ନୀତିନ ଗଡକରୀ, ଶିବରାଜସିଂ ଚୌହାନ ସାମିଲ ଅଛନ୍ତି ।
#ମୋହନ_ମାଝୀ_ଷ୍ଟାର_ପ୍ରଚାରକ
— Kanak News (@kanak_news) October 25, 2024
ଝାଡଖଣ୍ଡ ସାଧାରଣ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।#JharkhandElection#StarCampaignerspic.twitter.com/ons0cgv2Tq
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2024/10/25/sUJOgibKlixtQo1VCEfW.jpeg)