ବାତ୍ୟା ମୁକାବିଲା ପାଇଁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ: କୌଣସି ଜୀବନ ଯାଇ ନଥିବାରୁ ଜଣାଇଲେ ସାଧୁବାଦ

Advertisment

ବାତ୍ୟାର ସଫଳ ମୁକାବିଲା ନେଇ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାତ୍ୟା 'ଦାନା', ଏବଂ ଏହାର ପ୍ରଭାବରୁ, କୌଣସି ମୃତାହତ ହୋଇନାହିଁ ।

ବାତ୍ୟାର ସଫଳ ମୁକାବିଲା ନେଇ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାତ୍ୟା 'ଦାନା', ଏବଂ ଏହାର ପ୍ରଭାବରୁ, କୌଣସି ମୃତାହତ ହୋଇନାହିଁ ।

gfbf

କନକ ବ୍ୟୁରୋ: ବାତ୍ୟାର ସଫଳ ମୁକାବିଲା ନେଇ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାତ୍ୟା 'ଦାନା', ଏବଂ ଏହାର ପ୍ରଭାବରୁ, କୌଣସି ମୃତାହତ ହୋଇନାହିଁ । ସରକାରଙ୍କ 'ଜିରୋ କାଜୁଆଲଟି' ନୀତିକୁ  ସଫଳତାର ସହିତ କାର୍ଯ୍ୟକାରୀ କରିଥିବାରୁ ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟ, ସାଂସଦ, ବିଧାୟକ, ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe