ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Advertisment

ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଦେବେ ଯୋଗ ଦେବେ । ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।

ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଦେବେ ଯୋଗ ଦେବେ । ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।

CM Mohan Majhi 1

କନକ ବ୍ୟୁରୋ : ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଦେବେ ଯୋଗ ଦେବେ । ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।

୮ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ଅମିତ ଶାହା । ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ। ବୈଠକରେ ୫ କେନ୍ଦ୍ରମନ୍ତ୍ରୀ, ଡେପୁଟୀ ଏନ୍‌ଏସ୍‌ଏ, କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ବୈଠକ ପୂର୍ବରୁ ଆଜି ଅମିତ ଶାହା ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ମାଓ ମୁକାବିଲା ନେଇ ଆଲୋଚନା କରିବେ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe