ମୁଖ୍ୟମନ୍ତ୍ରୀଙ୍କ କୋରାପୁଟ ଗସ୍ତର ଦ୍ୱିତୀୟ ଦିନ, ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ହେବେ ସାମିଲ

ଏହି ଅବସରରେ କୋରାପୁଟ ଡିଏଭି କଲେଜ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ। ପରେ ସଦଭାବନା ଗୃହରେ କୋରାପୁଟର ଜିଲ୍ଳାର ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବାର କାର୍ଯ୍ୟକ୍ରମ  ରହିଛି । ଅପରାହ୍ନରେ ଭୁବନେଶ୍ବର ଫେରିଆସିବେ ମୁଖ୍ୟମନ୍ତ୍ରୀ।

03

କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କୋରାପୁଟ ଗସ୍ତର ଆଜି ଦ୍ବିତୀୟ ଦିନ, ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ  ସାମିଲ ହେବେ ମୋହନ ମାଝୀ । କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ୬୫୦ ଶଯ୍ୟା ବିଶିଷ୍ଟ ନୂତନ ବିଲ୍ଡିଂର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ କୋରାପୁଟ ଡିଏଭି କଲେଜ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ। ପରେ ସଦଭାବନା ଗୃହରେ କୋରାପୁଟର ଜିଲ୍ଳାର ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବାର କାର୍ଯ୍ୟକ୍ରମ  ରହିଛି । ଅପରାହ୍ନରେ ଭୁବନେଶ୍ବର ଫେରିଆସିବେ ମୁଖ୍ୟମନ୍ତ୍ରୀ।

  • ମୁଖ୍ୟମନ୍ତ୍ରୀଙ୍କ କୋରାପୁଟ ଗସ୍ତର ଦ୍ବିତୀୟ ଦିନ 
  • ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ  ହେବେ ସାମିଲ
  • ସହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଓ ହସ୍ପିଟାଲ ଯିବେ
  • ୬୫୦ ଶଯ୍ୟା ବିଶିଷ୍ଟ ନୂତନ ବିଲ୍ଡିଂର କରିବେ ଉଦଘାଟନ
  • କୋରାପୁଟର ଜିଲ୍ଳାର ବିକାଶମୂଳକ ପ୍ରକଳ୍ପର କରିବେ ସମୀକ୍ଷା
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe