ପରୀକ୍ଷାକୁ ଯାଉଥିବା କଲେଜ ଛାତ୍ରୀଙ୍କୁ ବ୍ଲେଡ୍‌ରେ ଆକ୍ରମଣ , ଘଟଣା ସ୍ଥଳରୁ ସ୍ଥାନୀୟ ଲୋକଙ୍କ ଉଦ୍ଧାର

Advertisment

କଲେଜ ଛାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ । ପରୀକ୍ଷା ଦେବାକୁ ଯାଉଥିବା ସମୟରେ ବ୍ଲେଡ୍‌ରେ ଆକ୍ରମଣ । ପୁରୀ ଜିଲ୍ଲା ଗୋପ ଥାନା ନାଗପୁରରେ ଅଭାବନୀୟ ଘଟଣା । ଛାତ୍ରୀ ଜଣକ ଗୋପ କଲେଜରେ ଯୁକ୍ତ ଦୁଇ ପରୀକ୍ଷା ଦେବାକୁ ଯାଉଥିଲେ । ଘର ଠାରୁ ଦୁଇ ଶହ ମିଟର ଦୂରରେ ହଠାତ୍ ତାଙ୍କୁ ଆକ୍ରମଣ କରିଥିଲେ ଦୁବୃର୍ତ୍ତ ।

student attack

student attack Photograph: (KanaKnews)

କନକ ବ୍ୟୁରୋ : କଲେଜ ଛାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ । ପରୀକ୍ଷା ଦେବାକୁ ଯାଉଥିବା ସମୟରେ ବ୍ଲେଡ୍‌ରେ ଆକ୍ରମଣ । ପୁରୀ ଜିଲ୍ଲା ଗୋପ ଥାନା ନାଗପୁରରେ ଅଭାବନୀୟ ଘଟଣା । ଛାତ୍ରୀ ଜଣକ ଗୋପ କଲେଜରେ ଯୁକ୍ତ ଦୁଇ ପରୀକ୍ଷା ଦେବାକୁ ଯାଉଥିଲେ । ଘର ଠାରୁ ଦୁଇ ଶହ ମିଟର ଦୂରରେ ହଠାତ୍ ତାଙ୍କୁ ଆକ୍ରମଣ କରିଥିଲେ ଆକ୍ରମଣକାରୀ ।

ଅଧିକ ପଢନ୍ତୁ : ଛେଳି ଚୋରି ଅଭିଯୋଗରେ ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କୁ ପିଟି ମାରିଦେଲେ ଗ୍ରାମବାସୀ

 ଛାତ୍ରୀଙ୍କ ଚିତ୍କାର ଶୁଣିବା ପରେ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରି ତୁରନ୍ତ ନାଗପୁର ମେଡ଼ିକାଲ ଓ ପରେ ଗୁରୁତର ଅବସ୍ଥାରେ ଗୋପ ମେଡ଼ିକାଲରେ ଭର୍ତ୍ତି କରିଛନ୍ତି । ଚିକିତ୍ସା ସମୟରେ ଛାତ୍ରୀଙ୍କ ବେକରେ ଗଭୀର ଆଘାତ ଲାଗିଛି । ଘଟଣା ସ୍ଥଳରେ ତୀବ୍ର ଉତ୍ତେଜନା ଦେଖିବାକୁ ମିଳିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe