ବାତ୍ୟାକୁ ନଜରରେ ରଖି ରାଜ୍ୟ ସରକାରଙ୍କ ନିଷ୍ପତ୍ତି: ୧୪ ଜିଲ୍ଲାରେ ୩ ଦିନ ବନ୍ଦ ରହିବ କଲେଜ, ବିଶ୍ୱବିଦ୍ୟାଳୟ

Advertisment

ବାତ୍ୟାକୁ ନଜରରେ ରଖି ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୪ ଜିଲ୍ଲାରେ ବନ୍ଦ ରହିବ କଲେଜ, ବିଶ୍ୱବିଦ୍ୟାଳୟ । ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ ଓ କଟକରେ ବନ୍ଦ ରହିବ କଲେଜ ।

GFRGFER

କନକ ବ୍ୟୁରୋ: ବାତ୍ୟାକୁ ନଜରରେ ରଖି ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୪ ଜିଲ୍ଲାରେ ବନ୍ଦ ରହିବ କଲେଜ, ବିଶ୍ୱବିଦ୍ୟାଳୟ । ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ ଓ କଟକରେ ବନ୍ଦ ରହିବ କଲେଜ । ଏହି ସବୁ ଜିଲ୍ଲାରେ କଲେଜ, ବିଶ୍ୱ ବିଦ୍ୟାଳୟ ଛୁଟି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ସେହିପରି ଏହି ୧୪ ଜିଲ୍ଲାରେ ୩ ଦିନ ସ୍କୁଲ ଛୁଟି ରଖିବାକୁ ଗତକାଲି ନିର୍ଦ୍ଦେଶ ଦିଆଯାଇଥିଲା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe