କନକ ବ୍ୟୁରୋ : ଗିରଫ ହେଲେ ବିବାଦୀୟ ୟୁଟ୍ୟୁବର ତପି ମିଶ୍ର । ଲେଖିକା ବନସ୍ମିତା ପତିଙ୍କ ଅଭିଯୋଗ ପରେ ଗିରଫ କରିଛି ଇନଫୋସିଟି ଥାନା । ଶିବ ତାଣ୍ଡବ ଗୀତକୁ ନେଇ ହୋଇଥିଲା ଅଭିଯୋଗ । ଧମକ ଦେଇ ଦର୍ଶକଙ୍କୁ ଭୟଭୀତ କରୁଥିଲେ ବୋଲି ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଥିଲା । ଗତକାଲି ଲେଖିକା ବନସ୍ମିତା ପତି ବରିଷ୍ଠ ଲେଖକ ଦେବଦାସ ଛୋଟରାୟ ପ୍ରମୁଖ ପ୍ରେସମିଟ କରି ତପି ମିଶ୍ରଙ୍କ ବିରୋଧରେ ଅଭିଯୋଗ ଆଣିବା ସହ ଥାନାର ଦ୍ବାରସ୍ଥ ହୋଇଥିଲେ । ଏଭଳି ଅଭିଯୋଗ ଆଧାରରେ ତପି ମିଶ୍ରଙ୍କୁ ଗିରଫ କରିଛି ଇନଫୋସିଟି ଥାନା ପୋଲିସ
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us