କନକବ୍ୟୁରୋ:ମହାପ୍ରଭୁଙ୍କ ଖଣିରୁ ବେଆଇନ ଖଣିଜ ସମ୍ପଦ ଉତ୍ତୋଳନରେ ଚାଲିଥିଲା ମହା ଦୁର୍ନୀତି । କୋଟି କୋଟି ଟଙ୍କାର ଖଣିଜ ସମ୍ପଦ ଲୁଟି ନେଇଛନ୍ତି ଲିଜଧାରୀ । ପ୍ରମାଣ ମିଳିବା ପରେ ୧୯ ଜଣଙ୍କ ରୟାଲଟି ବାତିଲ କରିବା ସହ ଜରିମାନା କରାଯାଇଛି । ଯେଉଁମାନେ ଜରିମାନା ଦେଇ ନାହାନ୍ତି ସେମାନଙ୍କ ବିରୋଧରେ ଥାନାରେ ହୋଇଛି ମାମଲା । 

Advertisment