ମହାପ୍ରଭୁଙ୍କ ଖଣିରେ ମହାଦୁର୍ନୀତି:କୋଟି କୋଟି ଟଙ୍କା ଲୁଟ ହୋଇଥିବା ଅଭିଯୋଗ

Advertisment

ମହାପ୍ରଭୁଙ୍କ ଖଣିରୁ ବେଆଇନ ଖଣିଜ ସମ୍ପଦ ଉତ୍ତୋଳନରେ ଚାଲିଥିଲା ମହା ଦୁର୍ନୀତି । କୋଟି କୋଟି ଟଙ୍କାର ଖଣିଜ ସମ୍ପଦ ଲୁଟି ନେଇଛନ୍ତି ଲିଜଧାରୀ ।

ମହାପ୍ରଭୁଙ୍କ ଖଣିରୁ ବେଆଇନ ଖଣିଜ ସମ୍ପଦ ଉତ୍ତୋଳନରେ ଚାଲିଥିଲା ମହା ଦୁର୍ନୀତି । କୋଟି କୋଟି ଟଙ୍କାର ଖଣିଜ ସମ୍ପଦ ଲୁଟି ନେଇଛନ୍ତି ଲିଜଧାରୀ ।

mahaprabhu

କନକବ୍ୟୁରୋ:ମହାପ୍ରଭୁଙ୍କ ଖଣିରୁ ବେଆଇନ ଖଣିଜ ସମ୍ପଦ ଉତ୍ତୋଳନରେ ଚାଲିଥିଲା ମହା ଦୁର୍ନୀତି । କୋଟି କୋଟି ଟଙ୍କାର ଖଣିଜ ସମ୍ପଦ ଲୁଟି ନେଇଛନ୍ତି ଲିଜଧାରୀ । ପ୍ରମାଣ ମିଳିବା ପରେ ୧୯ ଜଣଙ୍କ ରୟାଲଟି ବାତିଲ କରିବା ସହ ଜରିମାନା କରାଯାଇଛି । ଯେଉଁମାନେ ଜରିମାନା ଦେଇ ନାହାନ୍ତି ସେମାନଙ୍କ ବିରୋଧରେ ଥାନାରେ ହୋଇଛି ମାମଲା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe