ରାଜ୍ୟରେ ବାହାରିଲା୨୫୦୦ ଗୃହରକ୍ଷୀ ପଦବୀ : ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Advertisment

ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି ।

ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି ।

ପଦବୀ

Photograph: (KanakNews )

କନକ ବ୍ୟୁରୋ: ରାଜ୍ୟରେ ବାହାରିଲା ହୋଇଛି ୨,୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି । ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ମୋଟ ପଦବୀ ସଂଖ୍ୟା ୨୦,୧୭୫ ହେଲା । 

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ । ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨,୦୦୦ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe